2 ବଂଶାବଳୀ 2:5 - ଓଡିଆ ବାଇବେଲ5 ଆଉ ମୁଁ ଯେଉଁ ଗୃହ ନିର୍ମାଣ କରିବି, ତାହା ବୃହତ୍ ହେବ; କାରଣ ସମସ୍ତ ଦେବତାଠାରୁ ଆମ୍ଭମାନଙ୍କ ପରମେଶ୍ୱର ମହାନ୍ ଅଟନ୍ତି। Sien die hoofstukପବିତ୍ର ବାଇବଲ (Re-edited) - (BSI)5 ଆଉ ମୁଁ ଯେଉଁ ଗୃହ ନିର୍ମାଣ କରିବି, ତାହା ବୃହତ ହେବ; କାରଣ ସମସ୍ତ ଦେବତାଠାରୁ ଆମ୍ଭମାନଙ୍କ ପରମେଶ୍ଵର ମହାନ ଅଟନ୍ତି। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ ମୁଁ ଯେଉଁ ଗୃହ ନିର୍ମାଣ କରିବି, ତାହା ବୃହତ ହେବ; କାରଣ ସମସ୍ତ ଦେବତାଠାରୁ ଆମ୍ଭମାନଙ୍କ ପରମେଶ୍ୱର ମହାନ ଅଟନ୍ତି। Sien die hoofstukପବିତ୍ର ବାଇବଲ5 “ଆମ୍ଭର ପରମେଶ୍ୱର ଅନ୍ୟ ସମସ୍ତ ଦେବତାଗଣ ଅପେକ୍ଷା ମହାନ ଅଟନ୍ତି। ତେଣୁ ମୁଁ ତାଙ୍କ ନିମନ୍ତେ ଏକ ବିରାଟ ମନ୍ଦିର ନିର୍ମାଣ କରିବି। Sien die hoofstuk |