Aanlyn Bybel

- Advertensies -




2 ବଂଶାବଳୀ 3:1 - ଓଡିଆ ବାଇବେଲ

1 ଏଥିଉତ୍ତାରେ ଶଲୋମନ ଯିରୂଶାଲମସ୍ଥ ମୋରୀୟା ପର୍ବତରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ, ସେହି ସ୍ଥାନରେ ସଦାପ୍ରଭୁ ତାଙ୍କର ପିତା ଦାଉଦଙ୍କୁ ଦର୍ଶନ ଦେଇଥିଲେ, ଦାଉଦ ଯିବୂଷୀୟ ଅରଣନ ଖଳାରେ ଯେଉଁ ସ୍ଥାନ ନିରୂପଣ କରିଥିଲେ, ସେହିଠାରେ ସେ ତାହା ପ୍ରସ୍ତୁତ କଲେ।

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଶଲୋମନ ଯିରୂଶାଲମସ୍ଥ ମୋରୀୟା ପର୍ବତରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ, ସେହି ସ୍ଥାନରେ ସଦାପ୍ରଭୁ ତାଙ୍କର ପିତା ଦାଉଦଙ୍କୁ ଦର୍ଶନ ଦେଇଥିଲେ, ଦାଉଦ ଯିବୂଷୀୟ ଅରଣନ ଖଳାରେ ଯେଉଁ ସ୍ଥାନ ନିରୂପଣ କରିଥିଲେ, ସେହିଠାରେ ସେ ତାହା ପ୍ରସ୍ତୁତ କଲେ।

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଶଲୋମନ ଯିରୂଶାଲମସ୍ଥ ମୋରୀୟା ପର୍ବତରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ, ସେହି ସ୍ଥାନରେ ସଦାପ୍ରଭୁ ତାଙ୍କର ପିତା ଦାଉଦଙ୍କୁ ଦର୍ଶନ ଦେଇଥିଲେ, ଦାଉଦ ଯିବୂଷୀୟ ଅରଣନ ଖଳାରେ ଯେଉଁ ସ୍ଥାନ ନିରୂପଣ କରିଥିଲେ, ସେହିଠାରେ ସେ ତାହା ପ୍ରସ୍ତୁତ କଲେ।

Sien die hoofstuk Kopieer

ପବିତ୍ର ବାଇବଲ

1 ଯିରୁଶାଲମର ମୋରିୟା ପର୍ବତ ଉପରେ ଶଲୋମନ ସଦାପ୍ରଭୁଙ୍କର ମନ୍ଦିରର ନିର୍ମାଣ କାର୍ଯ୍ୟ ଆରମ୍ଭ କଲେ। ଏହି ମୋରିୟା ପର୍ବତ ଉପରେ ସଦାପ୍ରଭୁ ଶଲୋମନଙ୍କ ବାପା ଦାଉଦଙ୍କ ନିକଟରେ ଆବିର୍ଭାବ ହୋଇଥିଲେ। ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ଶଲୋମନ ସେହି ସ୍ଥାନ ଉପରେ ମନ୍ଦିର ନିର୍ମାଣ କଲେ। ସେହି ସ୍ଥାନଟି ଯିବୂଷୀୟ ଅରୁଣାହଃ ଗହମ ଦଳନ ସ୍ଥାନ ଥିଲା।

Sien die hoofstuk Kopieer




2 ବଂଶାବଳୀ 3:1

Volg ons:

Advertensies


Advertensies