2 ବଂଶାବଳୀ 6:20 - ଓଡିଆ ବାଇବେଲ20 ତୁମ୍ଭେ ଯେଉଁ ସ୍ଥାନରେ ଆପଣା ନାମ ସ୍ଥାପନ କରିବ ବୋଲି କହିଅଛ, ସେହି ସ୍ଥାନ, ଅର୍ଥାତ୍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭର ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ। Sien die hoofstukପବିତ୍ର ବାଇବଲ (Re-edited) - (BSI)20 ତୁମ୍ଭେ ଯେଉଁ ସ୍ଥାନରେ ଆପଣା ନାମ ସ୍ଥାପନ କରିବ ବୋଲି କହିଅଛ, ସେହି ସ୍ଥାନ, ଅର୍ଥାତ୍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭର ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତୁମ୍ଭେ ଯେଉଁ ସ୍ଥାନରେ ଆପଣା ନାମ ସ୍ଥାପନ କରିବ ବୋଲି କହିଅଛ, ସେହି ସ୍ଥାନ, ଅର୍ଥାତ୍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭର ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ। Sien die hoofstukପବିତ୍ର ବାଇବଲ20 ମୁଁ ପ୍ରାର୍ଥନା କରେ ଯେ, ଏହି ମନ୍ଦିର ପ୍ରତି ଦିବାରାତ୍ରି ଦୃଷ୍ଟିପାତ କରିବା ନିମନ୍ତେ ତୁମ୍ଭର ଚକ୍ଷୁ ଯେପରି ଉନ୍ମୁକ୍ତ ରହିଥାଉ। ତୁମ୍ଭେ କହିଅଛ ଯେ, ତୁମ୍ଭେ ଏହି ସ୍ଥାନ ଉପରେ ତୁମ୍ଭର ନାମ ସ୍ଥାପନ କରିବ। ମୁଁ ଏହି ମନ୍ଦିର ଆଡ଼େ ଗ୍ଭହିଁ ପ୍ରାର୍ଥନା କରିବା ସମୟରେ ତୁମ୍ଭେ ମୋର ପ୍ରାର୍ଥନା ଶୁଣିବ। Sien die hoofstuk |