Aanlyn Bybel

- Advertensies -




2 ବଂଶାବଳୀ 7:21 - ଓଡିଆ ବାଇବେଲ

21 ଆଉ, ଏହି ଯେ ଗୃହ ଏଡ଼େ ଉଚ୍ଚ ହୋଇଅଛି, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ପଚାରିବେ, ଏହି ଦେଶ ଓ ଗୃହ ପ୍ରତି ସଦାପ୍ରଭୁ କାହିଁକି ଏପରି କଲେ ?

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

21 ଆଉ, ଏହି ଯେ ଗୃହ ଏଡ଼େ ଉଚ୍ଚ ହୋଇଅଛି, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ପଚାରିବେ, ଏହି ଦେଶ ଓ ଗୃହ ପ୍ରତି ସଦାପ୍ରଭୁ କାହିଁକି ଏପରି କଲେ?

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ, ଏହି ଯେ ଗୃହ ଏଡ଼େ ଉଚ୍ଚ ହୋଇଅଛି, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ପଚାରିବେ, ‘ଏହି ଦେଶ ଓ ଗୃହ ପ୍ରତି ସଦାପ୍ରଭୁ କାହିଁକି ଏପରି କଲେ?’

Sien die hoofstuk Kopieer

ପବିତ୍ର ବାଇବଲ

21 ଉଚ୍ଚ ସମ୍ମାନ ପ୍ରାପ୍ତ ଏହି ମନ୍ଦିର ପାର୍ଶ୍ୱ ଦେଇ ଯାଉଥିବା ପ୍ରତ୍ୟେକ ବ୍ୟକ୍ତି ଆଶ୍ଚର୍ଯ୍ୟାନ୍ୱିତ ହେବେ। ସେମାନେ କହିବେ, ‘ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ମନ୍ଦିର ପ୍ରତି ଏ ପ୍ରକାର ଭୟଙ୍କର ବିପତ୍ତି ଘଟାଇଲେ?’

Sien die hoofstuk Kopieer




2 ବଂଶାବଳୀ 7:21

Volg ons:

Advertensies


Advertensies