୨ ଥେସଲନୀକୀୟ 2:13 - ଓଡିଆ ବାଇବେଲ13 କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ୱରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ୱର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି; Sien die hoofstukପବିତ୍ର ବାଇବଲ (Re-edited) - (BSI)13 କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ଵରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ଵର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ଵାସ ଦ୍ଵାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମଫଳ ସ୍ଵରୂପେ ମନୋନୀତ କରିଅଛନ୍ତି; Sien die hoofstukପବିତ୍ର ବାଇବଲ (CL) NT (BSI)13 ତେଣୁ ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଉଚିତ୍। କାରଣ ପ୍ରଭୁ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସତ୍ୟରେ ତୁମ୍ଭମାନଙ୍କର ବିଶ୍ୱାସ ଯୋଗୁଁ ଈଶ୍ୱର ତୁମକୁ ସର୍ବାଗ୍ରେ ମନୋନୀତ କରିଛନ୍ତି - ଯେପରି ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭେମାନେ ପରିତ୍ରାଣ ପାଇବ ଓ ଏକ ପବିତ୍ର ଗୋଷ୍ଠୀ ହେବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ବରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ବର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି; Sien die hoofstukପବିତ୍ର ବାଇବଲ13 ଭାଇ ଓ ଭଉଣୀମାନେ! ପ୍ରଭୁ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଦେବା ଉଚିତ୍। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ୟରେ ତୁମ୍ଭମାନଙ୍କର ବିଶ୍ୱାସ ଥିବା ଯୋଗୁଁ ତୁମ୍ଭେମାନେ ଉଦ୍ଧାର ପାଇଛ। Sien die hoofstuk |