୨ ଥେସଲନୀକୀୟ 2:9 - ଓଡିଆ ବାଇବେଲ9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ, Sien die hoofstukପବିତ୍ର ବାଇବଲ (Re-edited) - (BSI)9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମର ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ, Sien die hoofstukପବିତ୍ର ବାଇବଲ (CL) NT (BSI)9 ସେହି ଦୂରାତ୍ମା ଶୟତାନର ଶକ୍ତିରେ ପରାକ୍ରମଶାଳୀ ହୋଇ ଆସିବ ଏବଂ ଅନେକ ପ୍ରକାର ଅଲୌକିକ କାର୍ଯ୍ୟ ସାଧନର ଛଳନା କରିବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ, Sien die hoofstukପବିତ୍ର ବାଇବଲ9 ତା'ର ମହାନ ଶକ୍ତି ଥିବ ଓ ସେ ଅସତ୍ୟ ଆଧାରିତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ, ଚିହ୍ନ ଓ ଅଦ୍ଭୂତ କାର୍ଯ୍ୟମାନ ଘଟାଇବ। Sien die hoofstuk |