୨ ଥେସଲନୀକୀୟ 3:15 - ଓଡିଆ ବାଇବେଲ15 ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ । Sien die hoofstukପବିତ୍ର ବାଇବଲ (Re-edited) - (BSI)15 ତଥାପି ତାହାକୁ ଶତ୍ରୁ ବୋଲି ଜ୍ଞାନ କର ନାହିଁ, ମାତ୍ର ତାହାକୁ ଭାଇ ବୋଲି ଜ୍ଞାନ କରି ଚେତନା ଦିଅ। Sien die hoofstukପବିତ୍ର ବାଇବଲ (CL) NT (BSI)15 ତାହାହେଲେ, ସେ ଲଜ୍ଜିତ ହେବ। କିନ୍ତୁ ତା’ ପ୍ରତି ଶତ୍ରୁତା ଆଚରଣ ନ କରି, ଭାଇ ପରି ତାକୁ ସତର୍କ କରିଦିଅ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ। Sien die hoofstukପବିତ୍ର ବାଇବଲ15 କିନ୍ତୁ ତାକୁ ଶତ୍ରୁ ଭଳି ବ୍ୟବହାର ନ କରି, ଭାଇ ଭଳି ଚେତେଇ ଦିଅ। Sien die hoofstuk |