୨ ଥେସଲନୀକୀୟ 3:4 - ଓଡିଆ ବାଇବେଲ4 ଆମ୍ଭେମାନେ ଯେଉଁ ସବୁ ଆଦେଶ ଦେଉଅଛୁ, ସେହି ସବୁ ଯେ ତୁମ୍ଭେମାନେ କରୁଅଛ ଓ କରିବ, ଏହା ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଆମ୍ଭମାନଙ୍କର ଦୃଢ଼ ବିଶ୍ୱାସ । Sien die hoofstukପବିତ୍ର ବାଇବଲ (Re-edited) - (BSI)4 ଆମ୍ଭେମାନେ ଯେଉଁ ସବୁ ଆଦେଶ ଦେଉଅଛୁ, ସେହିସବୁ ଯେ ତୁମ୍ଭେମାନେ କରୁଅଛ ଓ କରିବ, ଏହା ତୁମ୍ଭମାନଙ୍କ ସମ୍ଵନ୍ଧରେ ପ୍ରଭୁଙ୍କଠାରେ ଆମ୍ଭମାନଙ୍କର ଦୃଢ଼ ବିଶ୍ଵାସ। Sien die hoofstukପବିତ୍ର ବାଇବଲ (CL) NT (BSI)4 ତୁମ୍ଭମାନଙ୍କ ଉପରେ ଆସ୍ଥା ରଖିବାକୁ ପ୍ରଭୁ ଆମ୍ଭମାନଙ୍କୁ ଭରସା ଦେଇଛନ୍ତି ଓ ଆମେ ଯାହା କହୁଛୁ, ତାହା ତୁମ୍ଭେମାନେ ଯେ କରୁଛ ଓ କରୁଥିବ, ଏ ବିଷୟରେ ଆମ୍ଭେମାନେ ନିଶ୍ଚିତ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭେମାନେ ଯେଉଁ ସବୁ ଆଦେଶ ଦେଉଅଛୁ, ସେହିସବୁ ଯେ ତୁମ୍ଭେମାନେ କରୁଅଛ ଓ କରିବ, ଏହା ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଆମ୍ଭମାନଙ୍କର ଦୃଢ଼ ବିଶ୍ୱାସ। Sien die hoofstukପବିତ୍ର ବାଇବଲ4 ତୁମ୍ଭମାନଙ୍କୁ କୁହାଯାଇଥିବା କାମସବୁ ତୁମ୍ଭେମାନେ କରୁଛ ବୋଲି ପରମେଶ୍ୱର ଆମ୍ଭକୁ ନିଶ୍ଚିତ ଭାବେ ଉପଲବ୍ଧି କରାଇଛନ୍ତି। ଆମ୍ଭେ ଜାଣିଛୁ ଯେ, ତୁମ୍ଭେମାନେ ଏହି କାମ ସବୁ କରି ଗ୍ଭଲିଥିବ। Sien die hoofstuk |