୨ ଥେସଲନୀକୀୟ 3:5 - ଓଡିଆ ବାଇବେଲ5 ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ୱରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ସହିଷ୍ଣୁତା ରୂପ ପଥରେ କଢାଉନ୍ତୁ । Sien die hoofstukପବିତ୍ର ବାଇବଲ (Re-edited) - (BSI)5 ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ଵରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ଧୈର୍ଯ୍ୟରୂପ ପଥରେ ଅଗ୍ରସର କରାଉନ୍ତୁ। Sien die hoofstukପବିତ୍ର ବାଇବଲ (CL) NT (BSI)5 ଈଶ୍ୱରଙ୍କ ପ୍ରେମ ଏବଂ ଖ୍ରୀଷ୍ଟପ୍ରଦତ୍ତ ସହିଷ୍ଣୁତାକୁ ଅଧିକ ଗଭୀରଭାବେ ଉପଲ୍ବଧି କରିବା ପାଇଁ ପ୍ରଭୁ ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ବରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ସହିଷ୍ଣୁତା ରୂପ ପଥରେ କଢାନ୍ତୁ। Sien die hoofstukପବିତ୍ର ବାଇବଲ5 ଖ୍ରୀଷ୍ଟଙ୍କର ଧୈର୍ଯ୍ୟ ଓ ପରମେଶ୍ୱରଙ୍କ ପ୍ରେମ ପଥରେ ତୁମ୍ଭମାନଙ୍କ ହୃଦୟ ଅଗ୍ରସର ହେବା ନିମନ୍ତେ ସେ ତୁମ୍ଭମାନଙ୍କୁ ପରିଗ୍ଭଳିତ କରିବେ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। Sien die hoofstuk |