ଉପଦେଶକ 10:14 - ଓଡିଆ ବାଇବେଲ14 ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ ? Sien die hoofstukପବିତ୍ର ବାଇବଲ (Re-edited) - (BSI)14 ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ? Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ? Sien die hoofstukପବିତ୍ର ବାଇବଲ14 ମୂର୍ଖ ବହୁ କଥା କହେ। ତଥାପି କ’ଣ ହେବ ମନୁଷ୍ୟ ଜାଣେ ନାହିଁ। ଆଉ ତା'ପରେ କ’ଣ ଘଟିବ, କେହି ତାକୁ ଜଣାଇ ପାରିବ ନାହିଁ। Sien die hoofstuk |