ଉପଦେଶକ 10:9 - ଓଡିଆ ବାଇବେଲ9 ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ୱାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ୱାରା ଆପଦଗ୍ରସ୍ତ ହୁଏ। Sien die hoofstukପବିତ୍ର ବାଇବଲ (Re-edited) - (BSI)9 ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ଵାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ଵାରା ଆପଦଗ୍ରସ୍ତ ହୁଏ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ୱାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ୱାରା ଆପଦଗ୍ରସ୍ତ ହୁଏ। Sien die hoofstukପବିତ୍ର ବାଇବଲ9 ଯେଉଁ ଲୋକ ଏକବଡ଼ ପଥର ଗଡ଼ାଏ, ସେ ତା'ଦ୍ୱାରା ଆଘାତ ପାଇବ। ପୁଣି ଯେ କାଠ ଚିରେ, ସେ ତାହା ଦ୍ୱାରା ଆପଦଗ୍ରସ୍ତ ହେବ। Sien die hoofstuk |