ଉପଦେଶକ 5:6 - ଓଡିଆ ବାଇବେଲ6 ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭୁଲବଶତଃ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ୱର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ ? Sien die hoofstukପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭ୍ରମ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ଵର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ? Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭୁଲବଶତଃ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ୱର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ? Sien die hoofstukପବିତ୍ର ବାଇବଲ6 ତୁମ୍ଭ ମୁଖକୁ ତୁମ୍ଭ ପାଇଁ ପାପର କାରଣ ହେବାକୁ ଦିଅ ନାହିଁ, କିଅବା ଏହା ଭୁଲ୍ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ। ପରମେଶ୍ୱର ତୁମ୍ଭ ଉପରେ କାହିଁକି କ୍ରୋଧ ହେବେ ଓ ତୁମ୍ଭର କଠିନ ପରିଶ୍ରମକୁ ବିନାଶ କରିବେ। Sien die hoofstuk |