ଉପଦେଶକ 6:8 - ଓଡିଆ ବାଇବେଲ8 ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ ? Sien die hoofstukପବିତ୍ର ବାଇବଲ (Re-edited) - (BSI)8 ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ? Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ? Sien die hoofstukପବିତ୍ର ବାଇବଲ8 ଏହି ପ୍ରକାରର ଜଣେ ଜ୍ଞାନୀ ଜଣେ ମୂର୍ଖଠାରୁ କେଉଁ ଗୁଣରେ ଭଲ? ଜଣେ ଗରିବ ଲୋକ ଅନ୍ୟମାନଙ୍କୁ କିପରି ବ୍ୟବହାର କରିବାକୁ ହେବ, ତାହା ଯଦି ଜାଣେ, ଉତ୍ତମତା କ’ଣ? Sien die hoofstuk |