ଏଫିସୀୟ 4:3 - ଓଡିଆ ବାଇବେଲ3 ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ । Sien die hoofstukପବିତ୍ର ବାଇବଲ (Re-edited) - (BSI)3 ଶାନ୍ତିରୂପ ବନ୍ଧନରେ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯନିବାନ ହୁଅ। Sien die hoofstukପବିତ୍ର ବାଇବଲ (CL) NT (BSI)3 ପବିତଆତ୍ମାଙ୍କ ସାହାଯ୍ୟରେ ଶାନ୍ତିରେ ଅବସ୍ଥାନ କରିବା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଏକତା ପ୍ରତିଷ୍ଠିତ ହୋଇଛି, ତାହାକୁ ପ୍ରାଣପଣେ ସୁରକ୍ଷା କର। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ। Sien die hoofstukପବିତ୍ର ବାଇବଲ3 ତୁମ୍ଭେ ସମସ୍ତେ ପବିତ୍ରଆତ୍ମାଙ୍କ ଦ୍ୱାରା ଶାନ୍ତିର ବନ୍ଧନରେ ଏକତ୍ର ହୋଇ ରୁହ। ଏହିଭଳି ରହିବା ପାଇଁ ପାରୁ ପର୍ଯ୍ୟନ୍ତ ଚେଷ୍ଟା କର। ଆତ୍ମାଦତ୍ତ ଶାନ୍ତି ତୁମ୍ଭକୁ ବାନ୍ଧି ରଖୁ। Sien die hoofstuk |