ଏଫିସୀୟ 4:7 - ଓଡିଆ ବାଇବେଲ7 କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦିଆଯାଇଅଛି। Sien die hoofstukପବିତ୍ର ବାଇବଲ (Re-edited) - (BSI)7 କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦତ୍ତ ହୋଇଅଛି। Sien die hoofstukପବିତ୍ର ବାଇବଲ (CL) NT (BSI)7 ଖ୍ରୀଷ୍ଟ ଦେଇଥିବା ପରିମାଣ ଅନୁଯାୟୀ ଆମେ ପ୍ରତ୍ୟେକେ ଗୋଟିଏ ଗୋଟିଏ ବିଶେଷ ଦାନ ପାଇଛୁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦିଆଯାଇଅଛି। Sien die hoofstukପବିତ୍ର ବାଇବଲ7 ଖ୍ରୀଷ୍ଟ ଆମ୍ଭ ପ୍ରତ୍ୟେକଙ୍କୁ ଗୋଟିଏ ବିଶେଷ ଅନୁଗ୍ରହ ଦାନ ଦେଇଛନ୍ତି। Sien die hoofstuk |