ଏଫିସୀୟ 5:10 - ଓଡିଆ ବାଇବେଲ10 ପ୍ରଭୁଙ୍କର କଣ ସନ୍ତୋଷଜନକ, ତାହା ଅନୁସନ୍ଧାନ କର; Sien die hoofstukପବିତ୍ର ବାଇବଲ (Re-edited) - (BSI)10 ପ୍ରଭୁଙ୍କର କଅଣ ସନ୍ତୋଷଜନକ, ତାହା ଅନୁସନ୍ଧାନ କର; Sien die hoofstukପବିତ୍ର ବାଇବଲ (CL) NT (BSI)10 ପ୍ରଭୁଙ୍କର ସନ୍ତୋଷଭାଜନ ହେବା ପାଇଁ ଶିକ୍ଷା କର। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପ୍ରଭୁଙ୍କର କଣ ସନ୍ତୋଷଜନକ, ତାହା ଅନୁସନ୍ଧାନ କର; Sien die hoofstukପବିତ୍ର ବାଇବଲ10 କେଉଁ ବିଷୟ ଗୁଡ଼ିକ ଈଶ୍ୱରଙ୍କ ସନ୍ତୋଷ ଜନ୍ମାଏ, ସେଗୁଡ଼ିକ ଶିଖିବାକୁ ଚେଷ୍ଟା କର। ଅନ୍ଧକାରରେ ଲୋକେ ଯେଭଳି କାମ କରନ୍ତି, ସେଗୁଡ଼ିକୁ କର ନାହିଁ। ସେଗୁଡ଼ିକ କରିବା ଦ୍ୱାରା କିଛି ଲାଭ ହୁଏ ନାହିଁ। Sien die hoofstuk |