ଏଫିସୀୟ 5:14 - ଓଡିଆ ବାଇବେଲ14 ଏଣୁ ଉକ୍ତ ଅଛି, ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ। Sien die hoofstukପବିତ୍ର ବାଇବଲ (Re-edited) - (BSI)14 ଏଣୁ ଉକ୍ତ ଅଛି, “ହେ ନିଦ୍ରିତ, ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।” Sien die hoofstukପବିତ୍ର ବାଇବଲ (CL) NT (BSI)14 କାରଣ ଆଲୋକ ସମସ୍ତ ବିଷୟର ପ୍ରକାଶକ। ସେଥିପାଇଁ ଏହିପରି ଲେଖାଅଛି: “ହେ ନିଦ୍ରିତ, ଜାଗ୍ରତ ହୁଅ ଓ ମୃତମାନଙ୍କ ମଧ୍ୟରୁ ଉତ୍ôଥତ ହୁଅ! ଖ୍ରୀଷ୍ଟଙ୍କ ଆଲୋକରେ ଉଦ୍ଭାସିତ ହୁଅ।” Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଣୁ ପବିତ୍ର ଶାସ୍ତ୍ରରେ ଉକ୍ତ ଅଛି, “ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।” Sien die hoofstukପବିତ୍ର ବାଇବଲ14 ଯାହା ସହଜରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ: “ହେ! ଶୋଇଥିବା ଲୋକ, ଜାଗି ଉଠ ମୃତ୍ୟୁରୁ ଉଠି ଆସ, ଏବଂ ଖ୍ରୀଷ୍ଟ ତୁମ୍ଭକୁ ଆଲୋକିତ କରିବେ।” Sien die hoofstuk |