ଏଫିସୀୟ 5:15 - ଓଡିଆ ବାଇବେଲ15 ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ, Sien die hoofstukପବିତ୍ର ବାଇବଲ (Re-edited) - (BSI)15 ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ଵନ୍ଧରେ ବିଶେଷ ସାବଧାନ ହୁଅ, Sien die hoofstukପବିତ୍ର ବାଇବଲ (CL) NT (BSI)15 ତେଣୁ ତୁମେ କିପରି ଆଚରଣ କରିବ, ସେ ବିଷୟରେ ସାବଧାନ ହୁଅ। ଅଜ୍ଞ ଭଳି ନ ହୋଇ ଜ୍ଞାନୀ ଭଳି ଆଚରଣ କର। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ, Sien die hoofstukପବିତ୍ର ବାଇବଲ15 ଅତଏବ କିପରି ଜୀବନ କାଟୁଅଛ, ଏବିଷୟରେ ବିଶେଷ ସାବଧାନ ରୁହ। ନିର୍ବୋଧ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ମାତ୍ର ଜ୍ଞାନୀ ଲୋକଙ୍କ ପରି ଜୀବନଯାପନ କର। Sien die hoofstuk |