ଏଫିସୀୟ 5:24 - ଓଡିଆ ବାଇବେଲ24 ହଁ, ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ୱାମୀର ବସୀଭୂତା ହେଉନ୍ତୁ। Sien die hoofstukପବିତ୍ର ବାଇବଲ (Re-edited) - (BSI)24 ହଁ, ମଣ୍ତଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତା, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ଵାମୀର ବଶୀଭୂତା ହେଉନ୍ତୁ। Sien die hoofstukପବିତ୍ର ବାଇବଲ (CL) NT (BSI)24 ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କଠାରେ ବଶୀଭୂତ, ସ୍ତ୍ରୀମାନେ ଠିକ୍ ସେହିପରି ନିଜ ନିଜ ସ୍ୱାମୀ ନିକଟରେ ସମ୍ପୂର୍ଣ୍ଣଭାବେ ବଶୀଭୂତା ହୁଅନ୍ତୁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ହଁ, ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ୱାମୀର ବଶୀଭୂତା ହେଉନ୍ତୁ। Sien die hoofstukପବିତ୍ର ବାଇବଲ24 ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ ଅଟେ, ସେହିପରି ହେ ପତ୍ନୀମାନେ, ତୁମ୍ଭେମାନେ ପ୍ରତ୍ୟେକ କଥାରେ ନିଜ ପତିଙ୍କର ବଶୀଭୂତା ହେବା ଉଚିତ୍। Sien die hoofstuk |