ଯିରିମୀୟ 1:17 - ଓଡିଆ ବାଇବେଲ17 ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା। Sien die hoofstukପବିତ୍ର ବାଇବଲ (Re-edited) - (BSI)17 ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା। Sien die hoofstukପବିତ୍ର ବାଇବଲ17 “ଏଣୁ ତୁମ୍ଭ ବିଷୟରେ ଆମ୍ଭେ କହିଅଛୁ, ହେ ଯିରିମିୟ, ତୁମ୍ଭେ ଅଣ୍ଟାଭିଡ଼ି ଛିଡ଼ା ହୁଅ। ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁଅଛୁ, ତାହା ସେମାନଙ୍କୁ କୁହ। ସେମାନଙ୍କ ପାଇଁ ଉଦ୍ବିଗ୍ନ ହୁଅ ନାହିଁ। ତୁମ୍ଭେ ସେମାନଙ୍କ ପାଇଁ ଭୟଭୀତ ହେଲେ ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା। Sien die hoofstuk |