ଯିରିମୀୟ 10:3 - ଓଡିଆ ବାଇବେଲ3 ଅନ୍ୟ ଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ। Sien die hoofstukପବିତ୍ର ବାଇବଲ (Re-edited) - (BSI)3 ଅନ୍ୟ ଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ଵାରା କାରିଗରର ହସ୍ତକୃତ କର୍ମ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଅନ୍ୟଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ। Sien die hoofstukପବିତ୍ର ବାଇବଲ3 ଅନ୍ୟ ଦେଶୀୟମାନଙ୍କର ସକଳ ବିଧି ବ୍ୟବସ୍ଥା ଅସାର କାରଣ ଅରଣ୍ୟରୁ ବୃକ୍ଷ ଚ୍ଛେଦନ କରି କାରିଗର ନିର୍ମିତ କରିଥିବା ପ୍ରତିମା ଓ ମୂର୍ତ୍ତିଗୁଡ଼ିକ ସବୁ ମୂଲ୍ୟହୀନ। ସେଗୁଡ଼ିକ ଦେବତା ନୁହନ୍ତି। Sien die hoofstuk |