Aanlyn Bybel

- Advertensies -




ଯିରିମୀୟ 13:22 - ଓଡିଆ ବାଇବେଲ

22 ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋ’ ପ୍ରତି ଏପରି ଦଶା କାହିଁକି ଘଟିଲା ? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

22 ପୁଣି ଯେବେ ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠା ଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।

Sien die hoofstuk Kopieer

ପବିତ୍ର ବାଇବଲ

22 ଯଦି ତୁମ୍ଭେ ନିଜକୁ ପଗ୍ଭରିବ, “ଏହି ଦଶା ମୋ’ ପ୍ରତି କାହିଁକି ଘଟିଲା,” ତେବେ ଉତ୍ତରରେ କୁହାଯିବ ତୁମ୍ଭର ପାପ ଅଧିକ ହେବା ଯୋଗୁଁ ଏହା ହେଲା। ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ପାଦକୁ କଷ୍ଟ ଦିଆଯାଇଅଛି।

Sien die hoofstuk Kopieer




ଯିରିମୀୟ 13:22

Volg ons:

Advertensies


Advertensies