ଯିରିମୀୟ 15:16 - ଓଡିଆ ବାଇବେଲ16 ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ। Sien die hoofstukପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ଵର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ। Sien die hoofstukପବିତ୍ର ବାଇବଲ16 ତୁମ୍ଭର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ମୁଁ ତାହା ଗ୍ରହଣ କଲି। ଆଉ ତୁମ୍ଭର ବାକ୍ୟ ଦ୍ୱାରା ମୋର ପ୍ରାଣ ଉଲ୍ଲସିତ ହେଲା। କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ। Sien die hoofstuk |