ଯିରିମୀୟ 2:2 - ଓଡିଆ ବାଇବେଲ2 “ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ। Sien die hoofstukପବିତ୍ର ବାଇବଲ (Re-edited) - (BSI)2 ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ। Sien die hoofstukପବିତ୍ର ବାଇବଲ2 “ହେ ଯିରିମିୟ, ଯାଅ, ଯିରୁଶାଲମର କର୍ଣ୍ଣଗୋଚର ହେଲାଭଳି ପ୍ରଗ୍ଭର କରି ଏହିକଥା କୁହ, ସଦାପ୍ରଭୁ ଏହିକଥା କହିଲେ: “‘ତୁମ୍ଭେମାନେ ଯୌବନ କାଳରେ ଅତ୍ୟନ୍ତ ବିଶ୍ୱସ୍ତ ଥିଲ, ବିବାହ ସମୟରେ ପ୍ରେମ କଲ, ମୋ’ ପଛେ ପଛେ ଧାଉଁଥିଲ ଏବଂ ତୁମ୍ଭେମାନେ ମୋତେ ପ୍ରାନ୍ତରରେ ଅନୁସରଣ କଲ, ଯେଉଁ ଭୂମିରେ କିଛି ଜନ୍ମେ ନାହିଁ। Sien die hoofstuk |