ଯିରିମୀୟ 2:21 - ଓଡିଆ ବାଇବେଲ21 ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ ? Sien die hoofstukପବିତ୍ର ବାଇବଲ (Re-edited) - (BSI)21 ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିରୂପେ ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ? Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ? Sien die hoofstukପବିତ୍ର ବାଇବଲ21 ହେ ଯିହୁଦା, ମୁଁ ତୁମ୍ଭକୁ ସ୍ୱତନ୍ତ୍ର ବୀଜରୁ ଉତ୍ପନ୍ନ ଏକ ଦ୍ରାକ୍ଷାଲତା କରି ରୋପଣ କରିଥିଲି। ତେବେ ତୁମ୍ଭେ କାହିଁକି ବନ୍ୟ ଦ୍ରାକ୍ଷାଲତା ହେଲ? Sien die hoofstuk |