ଯିରିମୀୟ 2:32 - ଓଡିଆ ବାଇବେଲ32 କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରି ଅଛନ୍ତି। Sien die hoofstukପବିତ୍ର ବାଇବଲ (Re-edited) - (BSI)32 କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରି ଅଛନ୍ତି। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରିଅଛନ୍ତି। Sien die hoofstukପବିତ୍ର ବାଇବଲ32 ଜଣେ ଯୁବତୀ କ’ଣ ନିଜର ଅଳଙ୍କାରକୁ ଭୁଲିପାରେ? ଜଣେ କନ୍ୟା କ’ଣ ତା'ର ପୋଷାକକୁ ଭୁଲି ପାରିବ? କିନ୍ତୁ ମୋର ଲୋକମାନେ ମୋତେ ଅସଂଖ୍ୟ ଥର ପାଶୋରି ଅଛନ୍ତି। Sien die hoofstuk |