ଯିରିମୀୟ 2:6 - ଓଡିଆ ବାଇବେଲ6 ଅଥବା ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି, ଏହା ସେମାନେ କହିଲେ ନାହିଁ। Sien die hoofstukପବିତ୍ର ବାଇବଲ (Re-edited) - (BSI)6 ଅଥବା ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି, ଏହା ସେମାନେ କହିଲେ ନାହିଁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅଥବା ‘ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି,’ ଏହା ସେମାନେ କହିଲେ ନାହିଁ। Sien die hoofstukପବିତ୍ର ବାଇବଲ6 ତୁମ୍ଭର ପୂର୍ବପୁରୁଷଗଣ କହିଲେ ନାହିଁ, ‘ଯେ ଆମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରରେ ମରୁଭୂମି ଓ ଗର୍ତ୍ତମୟ ଦେଶରୁ ଆଉ ନିର୍ଜନ ଓ ମୃତ୍ୟୁଛାୟାରୂପ ଦେଶରୁ, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶ ମଧ୍ୟରୁ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି?’ Sien die hoofstuk |