ଯିରିମୀୟ 7:12 - ଓଡିଆ ବାଇବେଲ12 ମାତ୍ର ଶୀଲୋସ୍ଥିତ ଯେଉଁ ସ୍ଥାନରେ ଆମ୍ଭେ ପୂର୍ବେ ଆପଣା ନାମ ବାସ କରାଇଥିଲୁ, ଏବେ ତୁମ୍ଭେମାନେ ଆମ୍ଭର ସେହି ସ୍ଥାନକୁ ଯାଅ, ଆଉ ଆମ୍ଭର ଇସ୍ରାଏଲ ଲୋକଙ୍କ ଦୁଷ୍ଟତା ସକାଶୁ ଆମ୍ଭେ ତହିଁ ପ୍ରତି ଯାହା କରିଅଛୁ, ତାହା ଦେଖ। Sien die hoofstukପବିତ୍ର ବାଇବଲ (Re-edited) - (BSI)12 ମାତ୍ର ଶୀଲୋସ୍ଥିତ ଯେଉଁ ସ୍ଥାନରେ ଆମ୍ଭେ ପୂର୍ବେ ଆପଣା ନାମ ବାସ କରାଇଥିଲୁ, ଏବେ ତୁମ୍ଭେମାନେ ଆମ୍ଭର ସେହି ସ୍ଥାନକୁ ଯାଅ, ଆଉ ଆମ୍ଭର ଇସ୍ରାଏଲ ଲୋକଙ୍କ ଦୁଷ୍ଟତା ସକାଶୁ ଆମ୍ଭେ ତହିଁ ପ୍ରତି ଯାହା କରିଅଛୁ, ତାହା ଦେଖ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ଶୀଲୋସ୍ଥିତ ଯେଉଁ ସ୍ଥାନରେ ଆମ୍ଭେ ପୂର୍ବେ ଆପଣା ନାମ ବାସ କରାଇଥିଲୁ, ଏବେ ତୁମ୍ଭେମାନେ ଆମ୍ଭର ସେହି ସ୍ଥାନକୁ ଯାଅ, ଆଉ ଆମ୍ଭର ଇସ୍ରାଏଲ ଲୋକଙ୍କ ଦୁଷ୍ଟତା ସକାଶୁ ଆମ୍ଭେ ତହିଁ ପ୍ରତି ଯାହା କରିଅଛୁ, ତାହା ଦେଖ। Sien die hoofstukପବିତ୍ର ବାଇବଲ12 “‘ହେ ଯିହୁଦାର ଲୋକମାନେ, ତୁମ୍ଭେ ଆମ୍ଭ ନାମରେ ଖ୍ୟାତ ଶୀଲୋସ୍ଥିତ ଗୃହକୁ ଯାଅ। ସେଠାରେ ଦେଖ ଇସ୍ରାଏଲ ଲୋକଙ୍କ ଦୁଷ୍ଟତା ଯୋଗୁଁ ଆମ୍ଭେ ସେମାନଙ୍କ ପ୍ରତି କ’ଣ କରୁଅଛୁ।” Sien die hoofstuk |