ଯୂନସ 2:5 - ଓଡିଆ ବାଇବେଲ5 ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋ’ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା। Sien die hoofstukପବିତ୍ର ବାଇବଲ (Re-edited) - (BSI)5 ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋʼ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋʼ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା। Sien die hoofstukପବିତ୍ର ବାଇବଲ5 “ସମୁଦ୍ର ଜଳ ମୋ’ ଉପର ଦେଇ ପ୍ରବାହିତ ହେଲା। ସମୁଦ୍ର ପାଣି ମୋର ପାଟି ଉପର ଦେଇ ପ୍ରବାହିତ ହେଲା ଯାହା ଫଳରେ ମୁଁ ନିଃଶ୍ୱାସ ନେଇ ପାରୁ ନ ଥିଲି। ମୁଁ ସମୁଦ୍ରର ଗଭୀରତମ ସ୍ଥାନକୁ ଗଲି, ସମୁଦ୍ର ପାଣି ମୋତେ ଆବୃତ କଲା। ସମୁଦ୍ର ତଳେ ଥିବା ଉଦ୍ଭିଦ ମୋର ମୁଣ୍ତ ଗ୍ଭରିପଟେ ଆବୃତ ହେଲା। Sien die hoofstuk |