ଲେବୀୟ ପୁସ୍ତକ 10:11 - ଓଡିଆ ବାଇବେଲ11 ପୁଣି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଇସ୍ରାଏଲ ସନ୍ତାନଗଣକୁ ଯେଉଁ ସକଳ ବିଧି ଦେଇଅଛନ୍ତି, ତାହା ସେମାନଙ୍କୁ ଶିକ୍ଷା ଦେଇ ପାରିବ।” Sien die hoofstukପବିତ୍ର ବାଇବଲ (Re-edited) - (BSI)11 ପୁଣି ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଇସ୍ରାଏଲ-ସନ୍ତାନଗଣକୁ ଯେସକଳ ବିଧି ଦେଇଅଛନ୍ତି, ତାହା ସେମାନଙ୍କୁ ଶିକ୍ଷା ଦେଇ ପାରିବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ସକଳ ବିଧି ଦେଇଅଛନ୍ତି, ତାହା ସେମାନଙ୍କୁ ଶିକ୍ଷା ଦେଇ ପାରିବ।” Sien die hoofstukପବିତ୍ର ବାଇବଲ11 ସଦାପ୍ରଭୁ ମୋଶାଙ୍କୁ ଯେଉଁ ବ୍ୟବସ୍ଥାମାନ ଦେଇଥିଲେ, ମୋଶା ସେ ସମସ୍ତ ବ୍ୟବସ୍ଥା ଇସ୍ରାଏଲର ସନ୍ତାନଗଣଙ୍କୁ ଦେଲେ। ହାରୋଣ ତୁମ୍ଭେ ସେହିସବୁ ବ୍ୟବସ୍ଥା ଲୋକମାନଙ୍କୁ ଶିକ୍ଷା ଦେଇ ପାରିବ।” Sien die hoofstuk |