ଲେବୀୟ ପୁସ୍ତକ 10:19 - ଓଡିଆ ବାଇବେଲ19 ତେବେ ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋ’ ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥା’ନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥା’ନ୍ତା ?” Sien die hoofstukପବିତ୍ର ବାଇବଲ (Re-edited) - (BSI)19 ତେବେ ହାରୋଣ ମୋଶାଙ୍କୁ କହିଲେ, ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋʼ ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥାʼନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା? Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତେବେ ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋʼ ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥାʼନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା?” Sien die hoofstukପବିତ୍ର ବାଇବଲ19 ମାତ୍ର ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଜ ନିଜର ପାପାର୍ଥକ ବଳି ଓ ନିଜ ନିଜର ହୋମବଳି ଉତ୍ସର୍ଗ କଲେ। ତଥାପି ମୋ’ ପ୍ରତି ଏହା ଘଟିଲା। ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥା’ନ୍ତି ତେବେ ତାହା କ’ଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥା’ନ୍ତା?” Sien die hoofstuk |