ଲେବୀୟ ପୁସ୍ତକ 11:31 - ଓଡିଆ ବାଇବେଲ31 ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ସେମାନେ ମଲେ ଯେକେହି ସେମାନଙ୍କୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)31 ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ସେମାନେ ମଲେ ଯେକେହି ସେମାନଙ୍କୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ସେମାନେ ମଲେ ଯେକେହି ସେମାନଙ୍କୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Sien die hoofstukପବିତ୍ର ବାଇବଲ31 ଏହି ଉରୋଗାମୀ ଜନ୍ତୁଗୁଡ଼ିକ ତୁମ୍ଭମାନଙ୍କ ପାଇଁ ଅଶୁଚି ହେବେ। ଯେକେହି ସେମାନଙ୍କର ଶବକୁ ଛୁଇଁବ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Sien die hoofstuk |