ଲେବୀୟ ପୁସ୍ତକ 11:35 - ଓଡିଆ ବାଇବେଲ35 ପୁଣି, ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ଚୁଲି ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)35 ପୁଣି ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ହାଣ୍ତିଟାଙ୍ଗରା ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପୁଣି, ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ଚୁଲି ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ। Sien die hoofstukପବିତ୍ର ବାଇବଲ35 ପୁଣି ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କର ଶବର କିଛି ପଡ଼େ, ତାହା ଅଶୁଚି ହେବ, ତୁନ୍ଦୁର ହେଉ କିମ୍ବା ହାଣ୍ଡି ହେଉ ତାହା ଭଙ୍ଗା ଯିବ, ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପାଇଁ ଅଶୁଚି ହେବ। Sien die hoofstuk |