ଲେବୀୟ ପୁସ୍ତକ 13:27 - ଓଡିଆ ବାଇବେଲ27 ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ଯଦି ତାହା ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘା’ ଅଟେ। Sien die hoofstukପବିତ୍ର ବାଇବଲ (Re-edited) - (BSI)27 ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ଯେବେ ତାହା ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠ ରୋଗର ଘାଆ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ଯଦି ତାହା ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘାʼ ଅଟେ। Sien die hoofstukପବିତ୍ର ବାଇବଲ27 ସପ୍ତମ ଦିନ ଯାଜକ ପୁନର୍ବାର ଲୋକଟିକୁ ଦେଖିବ, ଯଦି ତାହା ଚର୍ମରେ ବ୍ୟାପି ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, ତାହା କୁଷ୍ଠରୋଗର ଘା’। Sien die hoofstuk |