ଲେବୀୟ ପୁସ୍ତକ 14:37 - ଓଡିଆ ବାଇବେଲ37 ପୁଣି, ସେ ସେହି ଦାଗ ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହର କାନ୍ଥରେ ଟୋଲାପୋଲା ହୋଇ ବସିଯାଇ ଅଳ୍ପ ଶାଗୁଆ ବର୍ଣ୍ଣ ବା ରକ୍ତ ବର୍ଣ୍ଣ ହୋଇଥାଏ, ପୁଣି ତାହା କାନ୍ଥର ନୀଚସ୍ଥ ଦେଖାଯାଏ, Sien die hoofstukପବିତ୍ର ବାଇବଲ (Re-edited) - (BSI)37 ପୁଣି, ସେ ସେହି ଦାଗ ଦେଖିବ, ଆଉ ଦେଖ, ଯେବେ ସେହି ଦାଗ ଗୃହର କାନ୍ଥରେ ଟୋଲାପୋଲା ହୋଇ ବସିଯାଇ କିଞ୍ଚିତ ଶାଗୁଆ ବର୍ଣ୍ଣ ବା ରକ୍ତ ବର୍ଣ୍ଣ ହୋଇଥାଏ, ପୁଣି ତାହା କାନ୍ଥର ନୀଚସ୍ଥ ଦେଖାଯାଏ, Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ପୁଣି, ସେ ସେହି ଦାଗ ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହର କାନ୍ଥରେ ଟୋଲାପୋଲା ହୋଇ ବସିଯାଇ ଅଳ୍ପ ଶାଗୁଆ ବର୍ଣ୍ଣ ବା ରକ୍ତବର୍ଣ୍ଣ ହୋଇଥାଏ, ପୁଣି ତାହା କାନ୍ଥର ନୀଚସ୍ଥ ଦେଖାଯାଏ, Sien die hoofstukପବିତ୍ର ବାଇବଲ37 ଯାଜକ ସେହି ଦାଗ ନିରୀକ୍ଷଣ ବେଳେ ଯଦି ଦେଖିବ ଦାଗ କାନ୍ଥର ଖାଲ ଭିତରେ ବସି ଯାଇଥିବ ଓ କିଞ୍ଚିତ ଶାଗୁଆ ବର୍ଣ୍ଣ କିମ୍ବା ରକ୍ତବର୍ଣ୍ଣ ହୋଇଥିବ ଓ ତାହା କାନ୍ଥର ନୀଚରୁ ଦେଖାଯିବ। Sien die hoofstuk |