ଲେବୀୟ ପୁସ୍ତକ 18:30 - ଓଡିଆ ବାଇବେଲ30 ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେଉଁ ସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେହିସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” Sien die hoofstukପବିତ୍ର ବାଇବଲ (Re-edited) - (BSI)30 ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ଵାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ରକ୍ଷଣୀୟ ରକ୍ଷା କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେଉଁସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେହି ସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” Sien die hoofstukପବିତ୍ର ବାଇବଲ30 ଏଣୁ ତୁମ୍ଭେମାନେ ପୂର୍ବପରି ଘୃଣ୍ୟକର୍ମ କରି ନିଜକୁ ଅଶୁଚି କରିବ ନାହିଁ। ତୁମ୍ଭେମାନେ ଆମ୍ଭର ବ୍ୟବସ୍ଥା ପାଳନ କରିବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” Sien die hoofstuk |