ଲେବୀୟ ପୁସ୍ତକ 18:9 - ଓଡିଆ ବାଇବେଲ9 ତୁମ୍ଭେ ଆପଣା ଭଗିନୀ, ଅର୍ଥାତ୍, ତୁମ୍ଭ ପିତୃକନ୍ୟା କି ମାତୃକନ୍ୟା, ସେ ଗୃହରେ ଜନ୍ମ ହେଉ କି ଅନ୍ୟତ୍ର ଜନ୍ମ ହେଉ, ତାହାର ଆବରଣୀୟ ଅନାବୃତ କରିବ ନାହିଁ। Sien die hoofstukପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେ ଆପଣା ଭଗିନୀ, ଅର୍ଥାତ୍, ତୁମ୍ଭ ପିତୃକନ୍ୟା କି ମାତୃକନ୍ୟା, ସେ ଗୃହଜାତା ହେଉ କି ଅନ୍ୟତ୍ରଜାତା ହେଉ, ତାହାର ଆବରଣୀୟ ଅନାବୃତ କରିବ ନାହିଁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେ ଆପଣା ଭଗିନୀ, ଅର୍ଥାତ୍, ତୁମ୍ଭ ପିତୃକନ୍ୟା କି ମାତୃକନ୍ୟା, ସେ ଗୃହରେ ଜନ୍ମ ହେଉ କି ଅନ୍ୟତ୍ର ଜନ୍ମ ହେଉ, ତାହାର ଆବରଣୀୟ ଅନାବୃତ କରିବ ନାହିଁ। Sien die hoofstukପବିତ୍ର ବାଇବଲ9 “ତୁମ୍ଭେ ନିଜର ଭଗିନୀ, ଅର୍ଥାତ୍ ତୁମ୍ଭ ପିତୃକନ୍ୟା ବା ମାତୃକନ୍ୟା, ସେ ଗୃହରେ ଜନ୍ମ ହୋଇଥାଉ କିମ୍ବା ଅନ୍ୟତ୍ର ଜନ୍ମ ହୋଇଥାଉ, ତା’ ସହିତ ମଧ୍ୟ ଦୈହିକ ସମ୍ପର୍କ ରଖିବ ନାହିଁ। Sien die hoofstuk |