ଲେବୀୟ ପୁସ୍ତକ 19:2 - ଓଡିଆ ବାଇବେଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ। Sien die hoofstukପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ପବିତ୍ର ଅଟୁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ। Sien die hoofstukପବିତ୍ର ବାଇବଲ2 “ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ପବିତ୍ର ହେବ। କାରଣ ଆମ୍ଭେ ସଦାପ୍ରଭୁ କୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ। Sien die hoofstuk |