ଲେବୀୟ ପୁସ୍ତକ 19:23 - ଓଡିଆ ବାଇବେଲ23 ଆଉ, ତୁମ୍ଭେମାନେ ଦେଶରେ ପ୍ରବେଶ କରି ଭୋଜନାର୍ଥେ ନାନା ପ୍ରକାର ବୃକ୍ଷ ରୋପଣ କଲେ, ତହିଁର ଫଳକୁ ଅସୁନ୍ନତ ବୋଲି ଜ୍ଞାନ କରିବ, ତାହା ସବୁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ଅସୁନ୍ନତ ସ୍ୱରୂପ ହେବ; ତାହା ଭୋଜନ କରାଯିବ ନାହିଁ। Sien die hoofstukପବିତ୍ର ବାଇବଲ (Re-edited) - (BSI)23 ଆଉ, ତୁମ୍ଭେମାନେ ଦେଶରେ ପ୍ରବେଶ କରି ଭୋଜନାର୍ଥେ ନାନା ପ୍ରକାର ବୃକ୍ଷ ରୋପଣ କଲେ, ତହିଁର ଫଳକୁ ଅସୁନ୍ନତ ବୋଲି ଜ୍ଞାନ କରିବ, ତାହା ସବୁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ଅସୁନ୍ନତ ସ୍ଵରୂପ ହେବ; ତାହା ଭୋଜନ କରାଯିବ ନାହିଁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ, ତୁମ୍ଭେମାନେ ଦେଶରେ ପ୍ରବେଶ କରି ଭୋଜନାର୍ଥେ ନାନା ପ୍ରକାର ବୃକ୍ଷ ରୋପଣ କଲେ, ତହିଁର ଫଳକୁ ଅସୁନ୍ନତ ବୋଲି ଜ୍ଞାନ କରିବ, ତାହାସବୁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ଅସୁନ୍ନତ ସ୍ୱରୂପ ହେବ; ତାହା ଭୋଜନ କରାଯିବ ନାହିଁ। Sien die hoofstukପବିତ୍ର ବାଇବଲ23 “ଭବିଷ୍ୟତରେ ତୁମ୍ଭେମାନେ ତୁମ୍ଭମାନଙ୍କର ଦେଶରେ ପ୍ରବେଶ କରିବ। ତୁମ୍ଭେମାନେ ଭୋଜନାର୍ଥେ ସେତେବେଳେ ବହୁପ୍ରକାର ଫଳବୃକ୍ଷ ରୋପଣ କରିବ। ମାତ୍ର ବୃକ୍ଷ ରୋପଣ ପରେ ତୁମ୍ଭେମାନେ ତିନି ବର୍ଷ ପର୍ଯ୍ୟନ୍ତ ଅପେକ୍ଷା କରିବ। ସେଥିରୁ କୌଣସି ଫଳ ବ୍ୟବହାର କରିବ ନାହିଁ। କାରଣ ତାହା ଅଶୁଚି। Sien die hoofstuk |