ଲେବୀୟ ପୁସ୍ତକ 20:3 - ଓଡିଆ ବାଇବେଲ3 ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି। Sien die hoofstukପବିତ୍ର ବାଇବଲ (Re-edited) - (BSI)3 ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍-ଦେବତା ଉଦ୍ଦେଶ୍ୟରେ ଆପଣା ବଂଶଜାତକୁ ଦେଇଅଛି। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି। Sien die hoofstukପବିତ୍ର ବାଇବଲ3 ମୁଁ ମଧ୍ୟ ତା’ ବିରୁଦ୍ଧରେ ଛିଡ଼ା ହେବି। ତା'ର ଦେଶର ଲୋକମାନଙ୍କଠାରୁ ପୃଥକ ରଖିବି। କାରଣ ସେ ମୋର ପବିତ୍ର ସ୍ଥାନକୁ ଅପବିତ୍ର କରିଛି ଓ ମୋର ପବିତ୍ର ନାମକୁ ଅପବିତ୍ର କରିବାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ନିଜର ସନ୍ତାନମାନଙ୍କୁ ଦେଇଅଛି। Sien die hoofstuk |