ଲେବୀୟ ପୁସ୍ତକ 22:2 - ଓଡିଆ ବାଇବେଲ2 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଯାହା ପବିତ୍ର କରନ୍ତି, ତଦ୍ଦ୍ୱାରା ଆମ୍ଭର ପବିତ୍ର ନାମକୁ ଅପବିତ୍ର କରିବେ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ। Sien die hoofstukପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ କୁହ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଯାହା ପବିତ୍ର କରନ୍ତି, ତଦ୍ଦ୍ଵାରା ଆମ୍ଭର ପବିତ୍ର ନାମକୁ ଅପବିତ୍ର କର ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଯାହା ପବିତ୍ର କରନ୍ତି, ତଦ୍ଦ୍ୱାରା ଆମ୍ଭର ପବିତ୍ର ନାମକୁ ଅପବିତ୍ର କରିବେ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ। Sien die hoofstukପବିତ୍ର ବାଇବଲ2 “ତୁମ୍ଭେ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କୁହ, ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେହି ପବିତ୍ର ଦ୍ରବ୍ୟ ମୋ’ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ତେଣୁ ତୁମ୍ଭେ ଯାଜକମାନେ ତାକୁ ଗ୍ରହଣ କରିବ ନାହିଁ। ତୁମ୍ଭେମାନେ ସେସବୁ ବ୍ୟବହାର କରି ଆମ୍ଭ ନାମରେ ଅପବିତ୍ର କର ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ। Sien die hoofstuk |