ଲେବୀୟ ପୁସ୍ତକ 22:4 - ଓଡିଆ ବାଇବେଲ4 ପୁଣି, ହାରୋଣ ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନ ହେବା ପର୍ଯ୍ୟନ୍ତ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। ଯେକେହି ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଇଁବ; Sien die hoofstukପବିତ୍ର ବାଇବଲ (Re-edited) - (BSI)4 ପୁଣି, ହାରୋଣ ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନୋହିବା ଯାଏ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। ଯେକେହି ଶବ ଦ୍ଵାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଏଁ ; Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ହାରୋଣ-ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନ ହେବା ପର୍ଯ୍ୟନ୍ତ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। ଯେକେହି ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଇଁବ; Sien die hoofstukପବିତ୍ର ବାଇବଲ4 “ଯଦି ହାରୋଣ ବଂଶଧରମାନଙ୍କ ମଧ୍ୟରୁ ଯେକେହି ଚର୍ମ ରୋଗୀ କିମ୍ବା ବୀର୍ଯ୍ୟ କ୍ଷରିତ ରୋଗୀ ହୁଏ, ସେ ଶୁଚି ନ ହେବା ଯାଏ ମୋର ପବିତ୍ର ଦ୍ରବ୍ୟ ଭୋଜନ କରିବା ଉଚିତ୍ ନୁହଁ। ଯେକେହି ଶବକୁ ଛୁଏଁ କିମ୍ବା ବୀର୍ଯ୍ୟପାତ ହେଉଥିବା କୌଣସି ମନୁଷ୍ୟକୁ ଛୁଁଏ, ସେ ଅଶୁଚି ହୁଏ। ଗୋଟିଏ ଶବକୁ ଛୁଇଁବା ଦ୍ୱାରା ସେ ମଧ୍ୟ ଅଶୁଚି ହେବ, କିମ୍ବା ଗୋଟିଏ ମଣିଷ ଯାହାର ଶାରୀରିକ କ୍ଷରଣ ହୋଇଛି, Sien die hoofstuk |