ଲେବୀୟ ପୁସ୍ତକ 23:17 - ଓଡିଆ ବାଇବେଲ17 ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)17 ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୋଟୀ ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ପାକ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ହେବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ। Sien die hoofstukପବିତ୍ର ବାଇବଲ17 ତୁମ୍ଭେମାନେ ନିଜ ନିଜ ଘରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୋଟୀ ଆଣିବ। ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ପାକ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଉପହାର ହେବ। Sien die hoofstuk |