ଲେବୀୟ ପୁସ୍ତକ 23:40 - ଓଡିଆ ବାଇବେଲ40 ଆଉ, ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ, ଖର୍ଜ୍ଜୁର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀତୀରସ୍ଥ ବାଇଶୀ ବୃକ୍ଷ ଘେନି ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଦିନ ଆନନ୍ଦ କରିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)40 ଆଉ, ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ ଓ ଖର୍ଜ୍ଜୁର-ବାହୁଙ୍ଗା ଓ ଗହଳିଆ ବୃକ୍ଷର ଶାଖା ଓ ନଦୀତୀରସ୍ଥ ବାଇସୀ ବୃକ୍ଷ ଘେନି ତୁମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଦିନ ଆନନ୍ଦ କରିବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଆଉ, ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ, ଖର୍ଜ୍ଜୁର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀତୀରସ୍ଥ ବାଇଶୀ ବୃକ୍ଷ ଘେନି ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଦିନ ଆନନ୍ଦ କରିବ। Sien die hoofstukପବିତ୍ର ବାଇବଲ40 ଆଉ ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ, ବାତାପି ଗଛର ଗୋଟିଏ ପ୍ରକାର ଖର୍ଜ୍ଜୁର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀ ତୀରସ୍ଥ ବାଇସୀ ବୃକ୍ଷ ଘେନି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ସମ୍ମୁଖରେ ସାତ ଦିନ ଯାଏ ଆନନ୍ଦ କରିବ। Sien die hoofstuk |