Aanlyn Bybel

- Advertensies -




ଲେବୀୟ ପୁସ୍ତକ 25:29 - ଓଡିଆ ବାଇବେଲ

29 ଆଉ, ଯଦି କେହି ପ୍ରାଚୀରବେଷ୍ଟିତ ନଗରର ମଧ୍ୟବର୍ତ୍ତୀ ବାସଗୃହ ବିକ୍ରୟ କରେ, ତେବେ ସେ ବିକ୍ରୟ ବର୍ଷର ଶେଷ ପର୍ଯ୍ୟନ୍ତ ତାହା ମୁକ୍ତ କରି ପାରିବ; ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ସେ ତାହା ମୁକ୍ତ କରିବାର ଅଧିକାର ପାଇବ।

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

29 ଆଉ, ଯେବେ କେହି ପ୍ରାଚୀରବେଷ୍ଟିତ ନଗରର ମଧ୍ୟବର୍ତ୍ତୀ ବାସଗୃହ ବିକ୍ରୟ କରେ, ତେବେ ସେ ବିକ୍ରୟ ବର୍ଷର ଶେଷ ପର୍ଯ୍ୟନ୍ତ ତାହା ମୁକ୍ତ କରି ପାରିବ; ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ସେ ତାହା ମୁକ୍ତ କରିବାର ଅଧିକାର ପାଇବ।

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆଉ, ଯଦି କେହି ପ୍ରାଚୀର-ବେଷ୍ଟିତ ନଗରର ମଧ୍ୟବର୍ତ୍ତୀ ବାସଗୃହ ବିକ୍ରୟ କରେ, ତେବେ ସେ ବିକ୍ରୟ ବର୍ଷର ଶେଷ ପର୍ଯ୍ୟନ୍ତ ତାହା ମୁକ୍ତ କରି ପାରିବ; ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ସେ ତାହା ମୁକ୍ତ କରିବାର ଅଧିକାର ପାଇବ।

Sien die hoofstuk Kopieer

ପବିତ୍ର ବାଇବଲ

29 “ଆଉ ଯଦି କେହି ପ୍ରାଚୀର ବେଷ୍ଟିତ ନଗରର ମଧ୍ୟବର୍ତ୍ତୀ ବାସଗୃହ ବିକ୍ରୟ କରେ, ତେବେ ସେ ବିକ୍ରୟ ବର୍ଷର ଶେଷ ପର୍ଯ୍ୟନ୍ତ ତାହା ମୁକ୍ତ କରି ପାରିବ। ପୂର୍ଣ୍ଣ ଏକ ବର୍ଷ ମଧ୍ୟରେ ତାହା ମୁକ୍ତ କରିବାର ଅଧିକାର ରହିବ।

Sien die hoofstuk Kopieer




ଲେବୀୟ ପୁସ୍ତକ 25:29

Volg ons:

Advertensies


Advertensies