ଲେବୀୟ ପୁସ୍ତକ 25:36 - ଓଡିଆ ବାଇବେଲ36 ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନଯାପନ କରିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)36 ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି ନିଅ ନାହିଁ; ମାତ୍ର ଆପଣା ପରମେଶ୍ଵରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନଧାରଣ କରିବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନ ଯାପନ କରିବ। Sien die hoofstukପବିତ୍ର ବାଇବଲ36 ତୁମ୍ଭେ ତା'ଠାରୁ ଋଣ ବାବଦରେ କୌଣସି ସୁଧ ନେବ ନାହିଁ। ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର ଏବଂ ତୁମ୍ଭର ଭାଇକୁ ତୁମ୍ଭ ସହିତ ଜୀବନଧାରଣ କରିବାକୁ ଦିଅ। Sien die hoofstuk |