ଲେବୀୟ ପୁସ୍ତକ 26:26 - ଓଡିଆ ବାଇବେଲ26 ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୁଟି ରନ୍ଧନ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୁଟି ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ। Sien die hoofstukପବିତ୍ର ବାଇବଲ (Re-edited) - (BSI)26 ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୋଟୀ ପାକ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୋଟୀ ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୁଟି ରନ୍ଧନ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୁଟି ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ। Sien die hoofstukପବିତ୍ର ବାଇବଲ26 ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କର ରୋଟୀ ପଠାଇବା ବନ୍ଦ କରିବା, ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୋଟୀ ପାକ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୋଟୀ ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ। Sien die hoofstuk |