ଲେବୀୟ ପୁସ୍ତକ 27:15 - ଓଡିଆ ବାଇବେଲ15 ଆଉ, ଯଦି ଗୃହ ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)15 ଆଉ, ଯେବେ ଗୃହ-ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ, ଯଦି ଗୃହ ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ। Sien die hoofstukପବିତ୍ର ବାଇବଲ15 ଆଉ ଯଦି ଗୃହ ଉତ୍ସର୍ଗକାରୀ ନିଜ ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ନିରୂପିତ ମୂଲ୍ୟର ଅଧିକ ଦେବ, ତା'ପରେ ସେ ଗୃହ ତା'ର ହେବ। Sien die hoofstuk |