ଲେବୀୟ ପୁସ୍ତକ 27:2 - ଓଡିଆ ବାଇବେଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ। Sien die hoofstukପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ। Sien die hoofstukପବିତ୍ର ବାଇବଲ2 “ତୁମ୍ଭେ ଇସ୍ରାଏଲ ଲୋକମାନଙ୍କୁ କୁହ, ଯଦି କୌଣସି ବ୍ୟକ୍ତି ଉତ୍ସର୍ଗୀତ ଲୋକକୁ ସଦାପ୍ରଭୁଙ୍କୁ ଗୋଟିଏ ମହାନ୍ ଉଦ୍ଦେଶ୍ୟରେ ମାନସିକ କରେ, ତେବେ ତା'ର ମୂଲ୍ୟ ଯାଜକ ଦ୍ୱାରା ନିରୂପିତ ହେବ ଓ ସେ ଲୋକଟି ଚିରଦିନ ପାଇଁ ପରମେଶ୍ୱରଙ୍କର ହେବ। ଯଦି ଲୋକମାନେ ସେହି ମାନତ ଲୋକକୁ ଫୋରାଇ ଆଣିବାକୁ ଗ୍ଭହାନ୍ତି ତେବେ ସେମାନେ ନିରୂପିତ ମୂଲ୍ୟ ଦେଇ ଫେରାଇ ଆଣିବେ। Sien die hoofstuk |