ଲେବୀୟ ପୁସ୍ତକ 3:1 - ଓଡିଆ ବାଇବେଲ1 ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)1 ଆଉ, କୌଣସି ବ୍ୟକ୍ତିର ଉପହାର ଯେବେ ମଙ୍ଗଳାର୍ଥକ ବଳିଦାନ ହୁଏ; ଯେବେ ସେ ପଲରୁ ଅଣ୍ତିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ। Sien die hoofstukପବିତ୍ର ବାଇବଲ1 “ଯେବେ କୌଣସି ବ୍ୟକ୍ତି ମଙ୍ଗଳାର୍ଥକ ନୈବେଦ୍ୟ ଉତ୍ସର୍ଗ କରୁଥାଏ, ତେବେ ସେ ତା'ର ପଲରୁ ଅଣ୍ଡିରା କିମ୍ବା ମାଈ ପଶୁଟିଏ ଆଣିବ। ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁଣ ପଶୁ ଆଣିବା ଉଚିତ୍। Sien die hoofstuk |